www.samajalive.in
Sunday, December 7, 2025
18.1 C
Bhubaneswar

ମେରୁ ଯାତ୍ରା ଉତ୍ସବରେ ବୃଦ୍ଧାଙ୍କ ମୃତ୍ୟୁ

ଭଞ୍ଜନଗର: ଗାଲେରୀ ମେରୁ ଯାତ୍ରା ଉତ୍ସବରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିବା ବେଳେ ପ୍ରଚଣ୍ଡ ରୌଦ୍ର ତାପରେ ଉପାସନା ଭକ୍ତ ମାନେ ଦହକ ବିକଳ ହୋଇଥିଲେ। ପ୍ରଚଣ୍ଡ ଟାଣ ଖରାକୁ ସହ୍ୟ କରି ନପାରି ଜଣେ ୬୦ ବର୍ଷର ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଭଞ୍ଜନଗର ମେଡ଼ିକାଲ ଅଣାଯାଇଥିଲା। ଡାକ୍ତର ଏଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ବୃଦ୍ଧାଙ୍କ ପରିଚୟ ମିଳି ନଥିବା କଥା ଗାଲେରୀ ଫାଣ୍ଡି ଅଧିକାରୀ ଭଗୀରଥି ନାୟକ ପ୍ରକାଶ କରିଛନ୍ତି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories