www.samajalive.in
Sunday, December 14, 2025
15.1 C
Bhubaneswar

ତୁରୁମୁଙ୍ଗାରେ ବିଜେପି କର୍ମୀ ସମ୍ମିଳନୀ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଚାକୁଣ୍ଡାପାଳ ପଞ୍ଚାୟତର ଶ୍ୟାମସୁନ୍ଦରପୁର ଓ ତୁରୁମୁଙ୍ଗା ଠାରେ କେନ୍ଦେଇପଶି ମଣ୍ଡଳ ବିଜେପି ପକ୍ଷରୁ ଆଜି ପୃଥକ ପୃଥକ ଭାବେ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ମିତ୍ରଭାନୁ ମହାନ୍ତଙ୍କ ସଂଯୋଜନାରେ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଦଳୀୟ ଲୋକସଭା ପ୍ରାର୍ଥୀ ତଥା ପୂର୍ବତନ ସାଂସଦ ଅନନ୍ତ ନାୟକ, ବିଧାନସଭା ଟିକେଟ ପ୍ରତ୍ୟାଶି ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ମଣ୍ଡଳ ସାଧାରଣ ସମ୍ପାଦକ ପ୍ରିୟରଞ୍ଜନ ସିଂହ, ମଣିଭୂଷଣ ବାରିକ, ସଂଯୋଜକ ସୁଦର୍ଶନ ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ। କେନ୍ଦ୍ରର ବିଜେପି ସରକାରଙ୍କ ଜନହିତକାରୀ ଯୋଜନାର ବାର୍ତ୍ତା ଘରେ ଘରେ ପହଞ୍ଚାଇବା ଓ ଭାଜପାକୁ ବିପୁଳ ବିଜୟ ଆଣି ଦେବା ପାଇଁ କର୍ମୀ ମାନେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଆଲୋଚନା ହୋଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories