www.samajalive.in
Tuesday, December 9, 2025
23.1 C
Bhubaneswar

୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଢିବ ତାପମାତ୍ରା

ଭୁବନେଶ୍ବର : ଗ୍ରୀଷ୍ମପ୍ରବାହ ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  କଟକ, ନୟାଗଡ, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଥିବା ନେଇ ସତର୍କ କରାଯାଇଛି । ବିଶେଷ କରି ଉପକୂଳ ଓଡିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ନେଇ ଆକଳନ କରାଯାଇଛି । କହିରଖୁଛୁ କିଛି ଦିନର ଆଶ୍ଵସ୍ତି ପରେ ପୁଣି ତାତି ଫେରିଛି । ରବିବାର ପ୍ରାୟ ୧୦ ସହରର ତାପମାତ୍ରା ୩୯ ଡିଗ୍ରୀ ଟପିଛି । ପାରଳାଖେମୁଣ୍ଡି ୪୦.୫ ଡିଗ୍ରୀ ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ସହର ସାଜିଛି । ସେହିଭଳି ମାଲକାନଗିରିରେ ତାପମାତ୍ରା ୩୯.୯ ଡିଗ୍ରୀ ଥିବାବେଳେ ଭୁବନେଶ୍ବରର ତାପମାତ୍ରା ୩୯.୬ ଡିଗ୍ରୀ ରହିଥିଲା ।

ଭୁବନେଶ୍ଵର ସବୁଠୁ ଉତ୍ତପ୍ତ, ସାଢେ ୧୧ଟା ସୁଦ୍ଧା ୩୭ ଡିଗ୍ରୀ ଟପିଲା ତାପମାତ୍ରା

- Advertisement -

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories