www.samajalive.in
Monday, December 8, 2025
27.1 C
Bhubaneswar

ଶତାୟୁ ମତଦାତାଙ୍କୁ ସମ୍ବର୍ଦ୍ଧନା ; ଭୋଟ୍ ଫ୍ରମ୍ ହୋମ୍ କାର୍ଯ୍ୟକ୍ରମ ଆରମ୍ଭ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲାରେ ସୋମବାର ଶତାୟୁ ମତଦାତା ମାନଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ୮୫ ବର୍ଷ ବୟସରୁ ଅଧିକ ଓ ଦିବ୍ୟାଙ୍ଗ ମତଦାତା ମାନଙ୍କ ପାଇଁ ଭୋଟ୍ ଫ୍ରମ୍ ହୋମ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଖୋର୍ଦ୍ଧା ଏଡିଏମ୍ ଏହାର ଆରମ୍ଭ କରିଛନ୍ତି।

ତେଲ ଟ୍ୟାଙ୍କରକୁ ଧକ୍କା ଦେଲା କାର ; ୨ ଗୁରୁତର

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories