www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

କଂଗ୍ରେସ ବିଧାୟକ ସୁୁରେଶ ରାଉତରାୟ ଦଳରୁ ବହିଷ୍କୃତ.. ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଥିବା ସୂଚନା..

ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଖରାରେ କାମ କରାଇବାକୁ ବାରଣ.. ଜିଲାପାଳଙ୍କୁ ଚିଠି କଲେ ସ୍ବତନ୍ତ୍ର ରିଲିଫ୍ କମିଶନର.. ଦିନ ୧୧ଟାରୁ ୩ଟା ମଧ୍ୟରେ ବାହାରେ କାମ କରାଇବା ମନା.. ନିର୍ଦ୍ଦେଶ ଅବମାନନା କଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ..

- Advertisement -

ବିଜେପିରେ ଯୋଗଦେଲେ ବିଜେଡିର ପୂର୍ବତନ ସାଂସଦ ପ୍ରଭାସ ସିଂହ.. ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ସାମିଲ ହେଲେ.. ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ନିକଟରେ ବିଜେଡି ଛାଡ଼ିଥିଲେ..

ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ..

ଏଥର ମୌସୁମୀରେ ସ୍ୱାଭାବିକଠାରୁ ଅଧିକ ହୋଇପାରେ ବର୍ଷା.. ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା..

ଭୁବନେଶ୍ୱର : ଜଳୁଛି ରାଜଧାନୀ.. ଦିନ ସାଢେ ୨ଟା ସୁଦ୍ଧା ୪୧.୨ ଡିଗ୍ରୀ ରେକର୍ଡ..

ମାଲକାନଗିରିରେ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ.. ସ୍ଵାଭିମାନ ଅଞ୍ଚଳରେ ମାଓ ମୁକାବିଲା ନେଇ ବିଏସଏଫ୍ ଅଧିକାରୀ ଓ ଏସପିଙ୍କ ସହ ଆଲୋଚନା..

ନିର୍ବାଚନ ପ୍ରଚାର ବେଳେ ଯାଞ୍ଚ ହେଲା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟର..

ନିର୍ବାଚନ ପୂର୍ବରୁ ପୁଣି କେଜ୍ରିୱାଲଙ୍କୁ ଝଟକା.. ସୁପ୍ରିମକୋର୍ଟରେ ହୋଇପାରିଲାନି ତୁରନ୍ତ ଶୁଣାଣି..

ପାରାଦୀପ: ଆଜିଠୁ ୨ମାସ ଯାଏ ସମୁଦ୍ରରେ ମାଛ ଧରା ବନ୍ଦ.. ମାଛ ବଂଶ ବୃଦ୍ଧି ପାଇଁ ସରକାର ଲଗାଇଛନ୍ତି ରୋକ୍‌‌.. ଦୁଇ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories