www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜାରି; ସାଢେ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ରୌଦ୍ରତାପ। ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ୪୦ ଡିଗ୍ରୀ ଟପିଯାଇଛି। ବାଲେଶ୍ଵର ସର୍ବାଧିବ ୪୦.୫ ଡିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଦିନ ୧୧.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୩୯.୬ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ଼ କରାଯାଇଛି।

ଔଷଧ ଦୋକାନରେ ପଶିଲା ବାର୍‌ହା; ଉଦ୍ଧାର କଲା ବନବିଭାଗ

- Advertisement -

ଅପରପକ୍ଷେ, ଝାରସୁଗୁଡ଼ା ୩୯.୫, ଚାନ୍ଦବାଲି ୩୯.୧ ଏବଂ କେନ୍ଦୁଝରରେ ତାପମାତ୍ରା ୩୯ ଡିଗ୍ରୀ ରହିଥିବାବେଳେ ସମ୍ବଲପୁର ଓ ରାଉରକେଲା ୩୭, ହୀରାକୁଦରେ ୩୬.୮ ଡିଗ୍ରୀ ରହିଛି ତାପମାତ୍ରା।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories