www.samajalive.in
Sunday, December 14, 2025
26.1 C
Bhubaneswar

ଲୋକଙ୍କ ସହ ଭିଡିଓ କଲରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭଏସ କଲ ପରେ ଏବେ ଭିଡ଼ିଓ କଲରେ ଲୋକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୁରୀ ଅଂଚଳର ସ୍ୱର୍ଣ୍ଣଲତା ବିଶୋୟୀ, ସମ୍ବଲପୁରର ଆରତି ନାୟକ ଓ ଖୋର୍ଦ୍ଧା ଅଂଚଳର ପ୍ରକାଶ ହାତୀଙ୍କ ସହ ଭିଡ଼ିଓ କଲରେ କଥା ହୋଇଛନ୍ତି ନବୀନ।


ସ୍ଥାନୀୟ ଅଂଚଳରେ ବିକାଶମୂଳକ କାମ ଠିକ୍‌‌ ଠାକ୍‌‌ ଚାଲିଛିି କି ନାହିଁ ପଚାରି ବୁଝିଛନ୍ତି। ୫ଟି ସ୍କୁଲ କାମ ଅଗ୍ରଗତି, ମନ୍ଦିର ଉନ୍ନତିକରଣ କାମ କିଭଳି ଚାଲିଛି ସେ ନେଇ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories