www.samajalive.in
Sunday, December 14, 2025
26.1 C
Bhubaneswar

ସେଣ୍ଟ୍ରାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ

ବୌଦ୍ଧ : ବୌଦ୍ଧ ସେଣ୍ଟ୍ରାଲ ବ୍ୟାଙ୍କରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ । ରାତି ୧୦ ଘଣ୍ଟା ସମୟରେ ବ୍ୟାଙ୍କ ଭିତରୁ ଧୁଆଁ ବାହାରୁଥିବା ଦେଖି ଲୋକମାନେ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବ୍ୟାଙ୍କ କର୍ମଚାରୀ ମଧ୍ୟ ପହଞ୍ଚିଛନ୍ତି । ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଚଳାଇଛି । ପ୍ରାଥମିକ ଭାବରେ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । କ୍ଷୟ କ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ ।

ବିପଦଶଙ୍କୁଳ ଅବସ୍ଥାରେ ଚିନାମାଳିପଶି ଅଙ୍ଗନୱାଡି ଗୃହ

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories