www.samajalive.in
Monday, December 8, 2025
13.1 C
Bhubaneswar

ରଞ୍ଜିଆ ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ହେଲେ ପଦ୍ମ ଚରଣ

ଠାକୁରମୁଣ୍ଡା: କେନ୍ଦୁଝର ଲୋକସଭା କ୍ଷେତ୍ରର କରଞ୍ଜିଆ ବିଧାନସଭା ନିର୍ବାଚନ ମଣ୍ଡଳୀଟି ଆଦିବାସୀ ସଂରକ୍ଷିତ ଆସନ। ଏହି ଆସନ ପାଇଁ ବିଜେପି ପକ୍ଷରୁ ପାର୍ଥୀ ଭାବେ ପଦ୍ମ ଚରଣ ହାଇବୁରୁଙ୍କ ନାମ ଘୋଷଣା କରାଯାଇଛି। ଏଥିଲାଗି ସେ କେନ୍ଦ୍ର ଏବଂ ରାଜ୍ୟ ଭାରତୀୟ ଜନତା ପାର୍ଟିର ଶୀର୍ଷ ନେତୃତ୍ବଙ୍କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇବା ସହ ଜିଲ୍ଲା ନେତୃ ମଣ୍ଡଳୀକୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories