www.samajalive.in
Sunday, December 14, 2025
23.1 C
Bhubaneswar

ସାଢେ ୮ଟା ସୁଦ୍ଧା ୩୪ ଡିଗ୍ରୀ ପାର୍: ୩୪.୮ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ଵର: ସକାଳୁ ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ସିଝିଲାଣି ସାରା ରାଜ୍ୟ। ସକାଳ ସା​‌ଢେ ୮ଟାରେ ଅନେକ ସହରର ତାପମାତ୍ରା ୩୪ ଡିଗ୍ରୀ ଟପିଲାଣି । ମଙ୍ଗଳବାର ସକାଳେ ୮ଟା ୩୦ ସୁଦ୍ଧା ଭୁବନେଶ୍ଵରର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଆଜି ସେହି ସମୟରେ ରାଜଧାନୀର ତାପମାତ୍ରା ୩୩.୪ ଡିଗ୍ରୀ ଛୁଇଁଛି। ସେହିପରି ମଙ୍ଗଳବାର ରାଜଧାନୀର ଆଦ୍ରତା ୮ଟା ୩୦ ସୁଦ୍ଧା ୬୫ ପ୍ରତିଶତ ରେକର୍ଡ କରାଯାଇଥିବାବେଳେ ଆଜି ତାହା ୭୩ ପ୍ରତିଶତ ରହିଛି। ଆଜି ଭବନୀପାଟଣାରେ ୩୪.୮ ଡିଗ୍ରୀ, ତାଳଚେର ୩୪.୪, ବାଲେଶ୍ଵରରେ ୩୪, ବାରିପଦାରେ ୩୩.୬ , ଚାନ୍ଦବାଲିରେ ୩୩.୨, ଜଗତସିଂହପୁର ୩୩.୨, ହୀରାକୁଦ ୩୨.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ୩୪.୮ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories