www.samajalive.in
Thursday, December 11, 2025
26.1 C
Bhubaneswar

ଅଗ୍ନୀ-୨ କ୍ଷେପଣାସ୍ତ୍ର ପରୀକ୍ଷଣ

ଭଦ୍ରକ: କଲାମ ଦ୍ୱୀପରୁ ଅଗ୍ନୀ-୨ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି । ଆଜି ସକାଳେ ଭଦ୍ରକ ଧାମରା ସ୍ଥିତ କଲାମ ଦ୍ୱୀପର ୪ ନମ୍ବର ଲଂଚ ପ୍ୟାଡରୁ ଅଗ୍ନୀ-୨ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି । ଏହା ସେକେଣ୍ଡ ପ୍ରତି ୩.୯ କିଲୋମିଟର ବେଗ ରହିବ ବୋଲଇ ସୂଚନା ମିଳିଛି ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories