www.samajalive.in
Saturday, December 13, 2025
26.1 C
Bhubaneswar

୨୧ ତାରିଖ ଯାଏଁ ତାତିରୁ ନାହିଁ ମୁକ୍ତି

ଭୁବନେଶ୍ବର : ରାଜ୍ୟରେ ଆସନ୍ତା ୨୧ ତାରିଖ ଯାଏଁ ତାତିରୁ ମିଳିବନି ମୁକ୍ତି ।  ଆଗକୁ ଆହୁରି ତାପମାତ୍ରା ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।  ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିପାରେ । ଆସନ୍ତାକାଲି ପାଇଁ ୨୪ ଜିଲାକୁ ହିଟ୍‌ ଓ୍ବେଭ୍‌ ସହ ଗୁଳୁଗୁଳି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୧୯ ଓ ୨୦ ତାରିଖ ପାଇଁ ହିଟ୍ ଓ୍ବେଭ୍ ସହ ଗୁଳୁଗୁଳି ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ମଧ୍ୟରେ ଅତି ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

୧୧ଟା ୩୦ସୁଦ୍ଧା ବାଲେଶ୍ୱରରେ ସର୍ବାଧିକ ତାତି ରେକର୍ଡ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories