www.samajalive.in
Saturday, December 13, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏ ତାତିରୁ ମିଳିବନି ମୁକ୍ତି, ଆସନ୍ତାକାଲି ପାଇଁ ୨୪ ଜିଲାକୁ ହିଟ୍‌ ଓ୍ବେଭ୍‌ ସହ ଗୁଳୁଗୁଳି ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ବନ୍ୟା ପ୍ରଭାବ: ଭାରତ-ଦୁବାଇ ମଧ୍ୟରେ ୨୮ ବିମାନ ବାତିଲ୍‌..

- Advertisement -

ଇନ୍ଦୋର ବାଣ କାରଖାନାରେ ବିସ୍ଫୋରଣ.. ପୋଡିହୋଇ ୫ ଶ୍ରମିକ ଗୁରୁତର..

ଶ୍ରୀଜୀଉଙ୍କ ରଥ କାର୍ଯ୍ୟ ପାଇଁ କଟକ ଆସିଲା ରଥକାଠ.. କଟକସ୍ଥିତ କରତ କଳକୁ କାଠ ଚିରଟ ପାଇଁ ଆସିଲା..

ରାମନବମୀ: ଅଯୋଧ୍ୟାରେ ଶ୍ରୀ ରାମଲାଲାଙ୍କ ସୂର୍ଯ୍ୟତିଳକ ଲାଗି.. ୪ ମିନିଟ ଯାଏଁ ପଡିଲା ସୂର୍ଯ୍ୟକିରଣ , ସାରା ଦେଶ ଦେଖିଲା ଅଭୁତ ଦୃଶ୍ୟ..

ବିଜେଡିର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା..

କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଢାଖୋଲରୁ ପ୍ରସନ୍ନ ଆଚାର୍ଯ୍ୟ..

ପ୍ରବଳ ଖରାକୁ ଦୃଷ୍ଟିରେ ରଖି ୩ ଦିନ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର..

 

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories