www.samajalive.in
Saturday, December 13, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

କଲବଲ କରୁଛି ତାତି, ବଢୁଛି ତାପମାତ୍ରା..

ସାଢେ ୧୧ଟାରେ ୪୦ ଟପିଲା ୪ ସହରର ତାପମାତ୍ରା, ଭୁବନେଶ୍ୱର ତାପମାତ୍ରା ୪୦.୬ ଡିଗ୍ରୀ..

- Advertisement -

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ..

ଆଜିଠୁ ନାମାଙ୍କନ, ମେ ୧୩ରେ ଭୋଟ୍ ଗ୍ରହଣ, ୨୫ ଏପ୍ରିଲ ନାମାଙ୍କନ ଦାଖଲର ଶେଷ ତାରିଖ..

ଆଜିଠୁ ତିନି ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା: କିନ୍ତୁ ନିୟମିତ ଆସିବେ ଶିକ୍ଷକ ଶିକ୍ଷୟିତ୍ରୀ..

ବାସ୍ ଏହି ଗୋଟିଏ ଜିନିଷ ଦାନ କଲେ ; ଦୂର ହେବ ଶନି ଦଶା, ରାହୁ-କେତୁ ପ୍ରକୋପ..

ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ..

ଦେଶରେ ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ଭୋଟ୍‌, ୧୦୨ ଆସନରେ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା..

କଂଗ୍ରେସ ଭବନରେ ବିଜେଡି ନେତ୍ରୀ ସିପ୍ରା ମଲ୍ଲିକ, ମିଶିବା ନେଇ ଚର୍ଚ୍ଚା..

ଘରେ ରଖନ୍ତୁ ୩ଟି ଜିନିଷ : ଚୁମ୍ବକ ଭଳି ଟାଣି ହୋଇ ଆସେ ଟଙ୍କା, ଦୂର ହୁଏ ବାସ୍ତୁ ଦୋଷ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories