www.samajalive.in
Saturday, December 13, 2025
26.1 C
Bhubaneswar

ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝୀ

ନବରଙ୍ଗପୁର: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ନବରଙ୍ଗପୁରରେ ଭୋଟ ପଡିବ। ଆଜି ନବରଙ୍ଗପୁର ଲୋକସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଜିଲ୍ଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଡ଼ଃ କମଳ ଲୋଚନ ମିଶ୍ରଙ୍କ ନିକଟରେ ଦାଖଲ କରିଛନ୍ତି। ଅପରାହ୍ନ ୧୨ଟା ୨୪ ମିନିଟରେ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ ଭୁଜବଳ। ନାମାଙ୍କନ ଦାଖଲ ପରେ ଭୁଜବଳ କହିଛନ୍ତି ଯେ, ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରିବ ଏବଂ ବିଜୟ ହାସଲ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories