www.samajalive.in
Monday, December 15, 2025
24.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଜଳୁଛି ରାଜଧାନୀ ; ସାଢେ ୨ଟା ସୁଦ୍ଧା ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ..

ବିଜେଡିରେ ମିଶିଲେ ଓଲିଉଡ଼ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ..

- Advertisement -

କଂଗ୍ରେସରେ ସାମିଲ ହେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ..

ନିର୍ବାଚନ ଇସ୍ତାହାର ପ୍ରସ୍ତୁତ କରୁଛି ବିଜେଡି..

ଏହାପୂର୍ବରୁ ଲୋକଙ୍କ ମତାମତ ଲୋଡିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ..

କଂଗ୍ରେସର ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ..

ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀ ମନୋଜ ରଥ..

ଭୁବନେଶ୍ୱର ମଧ୍ୟ – ପ୍ରକାଶ ଜେନା, ଭୁବନେଶ୍ୱର ଉତ୍ତର ଅଶୋକ ଦାସ..

ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଇଡ଼ିର ବଡ କାର୍ଯ୍ୟାନୁଷ୍ଠାନ..

୯୭କୋଟି ଟଙ୍କାର ସମ୍ପତ୍ତି ଜବତ..

ଆଜିଠୁ ତିନି ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା: କିନ୍ତୁ ନିୟମିତ ଆସିବେ ଶିକ୍ଷକ ଶିକ୍ଷୟିତ୍ରୀ..

ହ୍ୱାଟ୍ସଆପ୍ ଆଣିଲା ବଡ ଅପଡେଟ୍ ; ଏସବୁ ବଦଳିବ,ଯୋଡି ହେଲା ନୂଆ ଦମଦାର୍ ଫିଚର୍..

ବରିଷ୍ଠ ଓଡ଼ିଆ ଅଭିନେତା ତଥା ନିର୍ଦେଶକ ସଚ୍ଚି ଦାସଙ୍କ ପରଲୋକ..

ଖରସ୍ରୋତା ନଦୀରେ ବୁଡି ଦୁଇ ଭାଇ ନିଖୋଜ..

ଯାଜପୁର ରୋଡ ନିକଟ ଯୋକଡିଆ ଖରସ୍ରୋତା ନଦୀରେ ଗାଧୋଇବା ବେଳେ ନିଖୋଜ..

୨ ଭାଇ ଶିବାନନ୍ଦ ନଗରର ହୋଇଥିବା ସୂଚନା..

ଘରେ ରଖନ୍ତୁ ୩ଟି ଜିନିଷ : ଚୁମ୍ବକ ଭଳି ଟାଣି ହୋଇ ଆସେ ଟଙ୍କା, ଦୂର ହୁଏ ବାସ୍ତୁ ଦୋଷ..

 

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories