www.samajalive.in
Sunday, December 14, 2025
26.1 C
Bhubaneswar

ତ୍ରୁଟିଶୂନ୍ୟ ନିର୍ବାଚନ ହିଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ମୂଳ ଲକ୍ଷ୍ୟ

ଭୁବନେଶ୍ୱର: ରାଜ୍ୟରେ ବିଧିବଦ୍ଧ ଭାବରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ (ସାମଗ୍ରିକ ଭାବରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଅବସରରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି ଯେ ନିର୍ବାଚନର ସାମଗ୍ରିକ ପ୍ରସ୍ତୁତି, ନାମାଙ୍କନ ପ୍ରକ୍ରିୟା ଓ ତାରିଖ, ନିର୍ବାଚନ ତାରିଖ ଓ ସମୟ, ସୁରକ୍ଷା ବ୍ୟବସ୍ଥା, ଜବତ ହୋଇଥିବା ସାମଗ୍ରୀର ଆର୍ଥିକ ମୂଲ୍ୟ, ଭୋଟର ତାଲିକା, ମହିଳା ଭୋଟର, ଭିନ୍ନକ୍ଷମ ଭୋଟରମାନଙ୍କ ପାଇଁ ପ୍ରତିଟି ବୁଥରେ କରାଯାଉଥିବା ଆନୁଷଙ୍ଗିକ ବ୍ୟବସ୍ଥା ଓ ତା’ର କ୍ରିୟାନ୍ୱୟନ ବିଷୟରେ ସବିଶେଷ ତଥ୍ୟ ରଖିଥିଲେ।

ଗଣମାଧ୍ୟମ ପ୍ରତିନିଧିଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ଶ୍ରୀ ଧଳ ପ୍ରଚଣ୍ଡ ରୌଦ୍ରତାପରେ ହତାହତଶୂନ୍ୟ ଓ ତ୍ରୁଟିଶୂନ୍ୟ ନିର୍ବାଚନ ହିଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ମୂଳଲକ୍ଷ୍ୟ ବୋଲି ମତପ୍ରକାଶ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories