www.samajalive.in
Wednesday, December 10, 2025
16.1 C
Bhubaneswar

ନିଆଁ ଳାଗି ଜଳିଗଲା ବକ୍ସାଇଟ ଟଲର ଗାଡି 

ଲାଞ୍ଜିଗଡ଼ : କଳାହାଣ୍ଡି ଜିଲା ନର୍ଲା ଥାନା ସିଜେରକୁପା ଫାଣ୍ଡି ଅନ୍ତର୍ଗତ ଲାଞ୍ଜିଗଡ଼ ବ୍ଳକ ଭବାନୀପାଟଣା-ରାୟଗଡାକୁ ସଂଯୋଗ କରୁଥିବା ରାଜ୍ୟ ୬ନଂ ରାଜ ପଥର କିଡିଙ୍ଗ ଗାଁ ନିକଟରେ ଆଜି ସନ୍ଧ୍ୟା ସମୟରେ ବିଶାଖାପାଟଣାଠାରୁ ଛତିଶଗତ ରାୟଘର ଯାଉଥିବା ଏକ ଆଲୁମିନା ପାଉଡର ନେଇ ଯାଉଥିବା ଟଲର ଗାଡିରେ କୌଣସି କାରଣରୁ ନିଆଁ ଲାଗି ଯିବା ଫଳରେ ମୁଖ୍ୟ ରାସ୍ତା ଉପରେ ହୁହୁ ହୋଇ ଜଳିଯାଇଥିଲା।
ଡ୍ରାଇଭର ରାଜେଶ ୟାଦବ ଓ ହେଲପର ସୁରକ୍ଷିତ ରହିଥିବା ବେଳେ ସ୍ଥାନୀୟ ଲୋକେ ସିକେରକୁପା ଫାଣ୍ଡିକୁ ଖବର ଦେଇଥିଲେ।  ସିକେରକୁପା ଫାଣ୍ଡି ଅଧିକାରୀ ମୀନକେତନ ଶବର ସହ ତାଙ୍କ ଟିମ ଘଟଣା ସ୍ଥଳେ ପହଞ୍ଚିଥିଲେ। ଖବର ପାଇ ଲାଞ୍ଜିଗଡ଼ ଅଗ୍ନିଶମ ବିଭାଗ ବିଭାଗ ଓ ନର୍ଲା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିବା ସୂଚନା ମିଳିଛି।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories