www.samajalive.in
Saturday, December 6, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ..

୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ଭୋଟ୍..

- Advertisement -

ତାମିଲନାଡୁର ସମସ୍ତ ୩୯ ଲୋକସଭା ଆସନରେ ଭୋଟିଂ..

ଅରୁଣାଚଳ ପ୍ରଦେଶ ଓ ସିକ୍କିମରେ ବିଧାନସଭା ପାଇଁ ମତଦାନ..

ପ୍ରଥମ ପର୍ଯ୍ୟାୟରେ ଭୋଟ୍ ଦେବେ ୧୬ କୋଟିରୁ ଉର୍ଦ୍ଧ୍ବ ଭୋଟର..

ଅସହ୍ୟ ତାତି ; ସାଢେ ୮ଟା ସୁଦ୍ଧା ୩୫ ଡିଗ୍ରୀ ପାର୍

୧୧ଟା ସୁଦ୍ଧା ଭୋଟ୍ ହାର..

ରାଜସ୍ଥାନ -୨୨.୫୧%

ତାମିଲନାଡୁ- ୨୩.୧୨%

ବିହାର – ୨୦.୪୬%

ଇରାନ ଉପରେ ମିସାଇଲ ମାଡ କଲା ଇସ୍ରାଏଲ..

ଇସଫାହନ ସହରରେ ଥିବା ବିମାନବନ୍ଦରକୁ ମିସାଇଲ ମାଡ..

ଅସହ୍ୟ ତାତି ; ସାଢେ ୮ଟା ସୁଦ୍ଧା ୩୫ ଡିଗ୍ରୀ ପାର୍..

ତାଳଚେର ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ..

ଯାଜପୁର: ନଦୀରେ ବୁଡି ନିଖୋଜ ଥିବା ୨ ଭାଇଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories