www.samajalive.in
Saturday, December 6, 2025
16.1 C
Bhubaneswar

ନନ୍ଦନକାନନରେ ଧଳା ବାଘୁଣୀ ମୃତ

ଭୁବନେଶ୍ୱର : ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳା ବାଘୁଣୀର ମୃତ୍ୟୁ ଘଟିଛି। ଧଳା ବାଘୁଣୀ ସ୍ନେହାର ମୃତ୍ୟୁ ହୋଇଥିବା ନେଇ ଶୁକ୍ରବାର ଜଣାପଡିଛି। ବାଘୁଣୀର ବୟସ ୧୪ ବର୍ଷ ଥିଲା। ବାର୍ଦ୍ଧକ୍ୟ ଜନିତ ରୋଗ ପାଇଁ ମୃତ୍ୟୁ ହୋଇଥିବା ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ନିକଟରୁ ସୂଚନା ମିଳିଛି। ଧଳା ବାଘୁଣୀ ସ୍ନେହା ନନ୍ଦନକାନନରେ ଜନ୍ମ ନେଇଥିଲା। ବାଘୁଣୀ ସ୍ନେହା ୯ଟି ଛୁଆ ଜନ୍ମ ଦେଇଥିବା ବେଳେ ସେମାନଙ୍କ ମଧ୍ୟରେ ତିନିଟି ଧଳାବାଘ, ୪ଟି ବାଘ, ୨ଟି କଳାବାଘ। ବାଘୁଣୀର ମୃତ୍ୟୁ ପରେ ନନ୍ଦନକାନନରେ ମୋଟ ବାଘ ସଂଖ୍ୟା ୨୭କୁ ହ୍ରାସ ପାଇଛି।

ଆସୁଛି କାଳବୈଶାଖୀ ; ତାତିରୁ ମିଳିବ ମୁକ୍ତି ! କମିବ ତାପମାତ୍ରା..

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories