www.samajalive.in
Tuesday, December 9, 2025
23.1 C
Bhubaneswar

ଚିଟ୍‌ ଫଣ୍ଡ ମାମଲା: ସାମ୍ବାଦିକ ସୁମନ ଚଟ୍ଟୋପାଧ୍ୟାୟ ଗିରଫ

କଲକାତା : ପଶ୍ଚିମବଙ୍ଗର ବରିଷ୍ଠ ସାମ୍ବାଦିକ ତଥା କଲକାତାରୁ ପ୍ରକାଶିତ ଏକ ବେଙ୍ଗଲି ଖବରକାଗଜ ‘ଏଇ ସମୟ’ର ସମ୍ପାଦକ ସୁମନ ଚଟ୍ଟୋପାଧ୍ୟାୟଙ୍କୁ ସିବିଆଇ ଚିଟ୍‌ ଫଣ୍ଡ ମାମଲାରେ ସମ୍ପଅକ୍ତି ଅଭିଯୋଗକ୍ରମେ ଗିରଫ କରିଛି। ସୁମନ ଚିଟ୍‌ ଫଣ୍ଡ କମ୍ପାନୀଙ୍କଠାରୁ ଅର୍ଥ ନେଇଥିବା ଅଭିଯୋଗ ହୋଇଥିଲା। ଗୁରୁବାର କଲକାତାସ୍ଥିତ ସିବିଆଇ କାର୍ଯ୍ୟାଳୟକୁ ତାଙ୍କୁ ପଚରାଉଚୁରା ପାଇଁ ଡକାଯାଇଥିଲା। ପରେ ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories