www.samajalive.in
Wednesday, December 10, 2025
14.1 C
Bhubaneswar

ସମ୍ବଲପୁର ପାଇଁ ନିଜ ଦାୟିତ୍ୱ ଭୁଲିଛି ବିଜେଡି – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ପ୍ରସଙ୍ଗ ନ ଥିବାରୁ ବିଜେଡି ସମ୍ବଲପୁର ପ୍ରତି ଥିବା ନିଜ ଦାୟିତ୍ୱକୁ ଭୁଲିଛି  ଏନଏଚ-୫୫ର ୯୫ ପ୍ରତିଶତ କାମ ଶେଷ ହୋଇଥିବା ବେଳେ ବାକି କାମ ରାଜ୍ୟ ସରକାରଙ୍କ ଅସହୋଯୋଗ ଓ ଷଡଯନ୍ତ୍ର କାରଣରୁ ହୋଇପାରୁନାହିଁ। ଯଦି ସାରା ରାଜ୍ୟରେ ୨୫ ବର୍ଷର ରୂପାନ୍ତରଣ କଥା କୁହାଯାଉଛି ତେବେ ପ୍ରାୟ ସବୁ ସ୍ଥାନରେ କାହିଁକି ଲୋକମାନଙ୍କ ତରଫରୁ ଭୋଟ୍ ବର୍ଜନର କଥା ଆସୁଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ବୁର୍ଲାରେ ବିଜେପିର ନୂତନ କାର୍ୟ୍ୟାଳୟର ଉଦଘାଟନ କରିବା ସହ କର୍ମୀ ସମ୍ମିଳନୀରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଜେଡି ଏନଏଚ-୫୫ କୁ କେବଳ ପ୍ରସଙ୍ଗ କରି ନିଜର ଦାୟିତ୍ୱ ଭୁଲିଯାଇଛି। ସମ୍ବଲପୁର ସହରରେ ମୌଳିକ ସୁବିଧା ଉପଲବ୍ଧ କରାଇବାରେ ବିଜେଡି ସରକାର ବିଫଳ ହୋଇଛି ବୋଲି ସେ ଅଭିଯୋଗ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories