www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ

ପୁରୀ: ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଆଜି ପୁରୀରେ ପ୍ରଥମ ରଥଯାତ୍ରା ସମନ୍ବୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବିଶେଷ କରି ରଥ ନିର୍ମାଣ ପ୍ରସ୍ତୁତି, ରାସ୍ତାଘାଟ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ, ଯାତ୍ରୀ ପାର୍କିଂ, ଖାଦ୍ୟଯୋଗାଣ ଏବଂ ସ୍ଵାସ୍ଥ୍ୟ ବିଭାଗର ପ୍ରସ୍ତୁତି ନେଇ ବୈଠକରେ ସମୀକ୍ଷା କରାଯିବ। ଚଳିତ ବର୍ଷ ଘୋଷଯାତ୍ରାକୁ କିଭଳି ଭାବେ ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ସମ୍ପାଦନ କରାଯିବ , ସେ ନେଇ ଆଲୋଚନା ହେବ । ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ। ସେବାୟତ ପ୍ରତିନିଧି, ବୁଦ୍ଧିଜୀବୀ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ରହିବାର ସୂଚନା ରହିଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories