www.samajalive.in
Saturday, December 6, 2025
16.1 C
Bhubaneswar

ବାଇକକୁ ଧକ୍କା ଦେଲା ଆମ୍ବୁଲାନ୍ସ ; ଦମ୍ପତି ମୃତ, ବଞ୍ଚିଗଲା ଶିଶୁର ଜୀବନ.. 

ବୌଦ୍ଧ : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦମ୍ପତିଙ୍କ ଜୀବନ। ଅଳ୍ପକେ ବର୍ତ୍ତିଗଲା ୨ ଶିଶୁଙ୍କ ଜୀବନ। ବୌଦ୍ଧ ଜିଲା ମହାନଦୀ ବ୍ରିଜ ଉପରେ ଆମ୍ବୁଲାନ୍ସ ଧକ୍କାରେ ଶନିବାର ଦମ୍ପତିଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ମହାନଦୀ ବ୍ରିଜ ଉପରେ ବାଇକ ଆରୋହୀ ଦମ୍ପତିଙ୍କୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ବାଇକ ଆରୋହୀ ମିଟୁ ବେହେରାଙ୍କ ମୃତ୍ୟୁ ହୋଇଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପତ୍ନୀ ମନୋରମା ବେହେରାଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା ଆମ୍ବୁଲାନ୍ସ ଚାଳକ ଫେରାର ହୋଇ ଯାଇଛି।

ହିଟ୍ ୱେଭ୍ ପାଇଁ ୧୬ ଜିଲାକୁ ସତର୍କ ସୂଚନା ଜାରି

ଚମକି ପଡିବେ ; ଜାଣନ୍ତୁ କେଉଁଠି ମିଳୁଛି ସୁନା-ଚାନ୍ଦିର ଗୁପଚୁପ, ଦେଖନ୍ତୁ ଭିଡିଓ..

- Advertisement -

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories