www.samajalive.in
Friday, December 5, 2025
27.1 C
Bhubaneswar

ମନୀଷ ସିସୋଦିଆଙ୍କ ନିୟମିତ ଜାମିନ ଉପରେ ରାୟ ସଂରକ୍ଷିତ

ଡେସ୍କ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନିୟମିତ ଜାମିନ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଅର୍ଥ ଠକେଇ ମାମଲାରେ ମନୀଷ ସିସୋଦିଆଙ୍କୁ ଗତବର୍ଷ ଗିରଫ କରାଯାଇଥିଲା। ରାଉଜ୍ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ବିଚାରପତି କାବେରୀ ବାଭେଜା କହିଛନ୍ତି ଯେ ଏହି ଆବେଦନ ଉପରେ ଏପ୍ରିଲ ୩୦ରେ ରାୟ ପ୍ରକାଶ ପାଇବ।

୪୫ ଡିଗ୍ରୀ ଟପିଲା ତାତି, ୧୩ଟି ସହରରେ ତାପମାତ୍ରା ୪୩ ଡ଼ିଗ୍ରୀରୁ ଅଧିକ

- Advertisement -

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବଂ ସିବିଆଇ ସହ ଜଡ଼ିତ ଉଭୟ ମାମଲାରେ ମନୀଷ ସିସୋଦିଆଙ୍କୁ ନିମ୍ନ ଅଦାଲତ, ଦିଲ୍ଲୀ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟ ଜାମିନ ଦେବାକୁ ମନା କରିଦେଇଥିଲେ। ଏହା ପୂର୍ବରୁ ସିସୋଦିଆ ନିର୍ବାଚନ ପ୍ରଚାର ପାଇଁ ପାଇଁ ରାଉଜ୍ ଆଭେନ୍ୟୁ ଅଦାଲତରୁ ଅନ୍ତରୀଣ ଜାମିନ ଆବେଦନ ପ୍ରତ୍ୟାହାର କରିନେଇଥିଲେ।

ପାକିସ୍ତାନ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମକୁ ଧକ୍କା, ପ୍ରତିବନ୍ଧକ ଜାରି କଲା ଆମେରିକା

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories