www.samajalive.in
Sunday, December 14, 2025
26.1 C
Bhubaneswar

ଜୟପୁର ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି, ପୁଣି ଲଢିବେ ଗୌତମ ସାମନ୍ତରାୟ

ଭୁବନେଶ୍ବର : ଜୟପୁର ବିଧାନସଭା ଆସନ ପାଇଁ ଗୌତମ ସାମନ୍ତରାୟଙ୍କୁ ମଇଦାନକୁ ଆଣିଛି ବିଜେପି । ଓଡ଼ିଶା ବିଧାନସଭା ପାଇଁ ବିଜେପି ପୂର୍ବରୁ ୨ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଏବେ ପୁଣି ଏକ ପ୍ରାର୍ଥୀ ତାଲିକା ଜାରି କରିଛି । ଜୟପୁର ଆସନ ପାଇଁ ଦଳ ଗୌତମ ସାମନ୍ତରାୟଙ୍କୁ ଟିକେଟ ଦେଇଛି । ଗତ ବିଧାନସଭା ନିର୍ବାଚନରେ ମଧ୍ୟ ଗୌତମ ଏହି ଆସନରୁ ପ୍ରାର୍ଥୀ ହୋଇଥିବାବେଳେ ଏଥର ମଧ୍ୟ ଦଳ ପୁଣି ତାଙ୍କୁ ଟିକେଟ୍ ଦେଇଛି । କହିରଖୁଛୁ ଜୟପୁର ବିଧାନସଭା ପ୍ରାର୍ଥୀ ଭାବେ ବିଜେଡି ଇନ୍ଦିରା ନନ୍ଦଙ୍କୁ ଟିକେଟ୍ ଦେଇଥିବାବେଳେ ପୂର୍ବରୁ ତାରାପ୍ରସାଦ ବାହିନୀପତିଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । କହିରଖୁଛୁ ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ ।

୨୫ରେ ଓଡ଼ିଶା ଆସିବେ ଅମିତ ଶାହ

- Advertisement -

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories