www.samajalive.in
Saturday, December 13, 2025
26.1 C
Bhubaneswar

ଗଛରେ ପିଟି ହେଲା ବୋଲେରୋ: ଡ୍ରାଇଭର ମୃତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବଣାଇରେ ମର୍ମନ୍ତୁଦ ଦୁର୍ଘଟଣା। ଗଛରେ ପିଟି ହୋଇ ବୋଲେରୋ ଓଲଟି ପଡିଛି। ଏବଂ ଦୁର୍ଘଟଣାରେ ବୋଲେରୋ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି । ମୃତକ ମହୁଲଡିଆ ଗାଁର ମୁରଲୀ ଧର ସାହୁ ବୋଲି ସୂଚନା ମିଳିଛି। ରବିବାର ବିଳମ୍ବିତ ରାତିରେ ମୁରଲୀ ବଣେଇ ଚୈତ୍ର ମେଳା ଦେଖି ଫେରୁଥିବାବେଳେ ଭାରସାମ୍ୟ ହରାଇ ବୋଲେରୋଟି ଗଛରେ ପିଟି ହୋଇଯାଇଥିଲା। ଫଳରେ ମୁରଲୀ ଗାଡ଼ି ଭିତରେ ଚାପି ହୋଇ ଯାଇଥିଲେ। ପରେ କିଛି ସ୍ଥାନୀୟ ଲୋକ ମୁରଲୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠା​‌ରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories