www.samajalive.in
Saturday, December 13, 2025
26.1 C
Bhubaneswar

ଆସନ୍ତା ୨୪ରେ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ବର : ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୪ ତାରିଖରେ ହିଞ୍ଜିଳି ବିଧାନସଭା ଆସନରୁ ନବୀନ ପ୍ରଚାର ଆରମ୍ଭ କରିବେ। ୨୦୧୯ ଭଳି ଏଥର ମଧ୍ୟ ନବୀନ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି। ନିଜ ପାରମ୍ପରିକ ଆସନ ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି ନବୀନ। ଆସନ୍ତା ୨୪ରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଯାଇ ପ୍ରଚାର କରିବେ। ତାଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories