www.samajalive.in
Saturday, December 13, 2025
26.1 C
Bhubaneswar

ଓଡ଼ିଶାରେ ପ୍ରଚାର କରିବାକୁ ଆସିପାରନ୍ତି ରାହୁଲ, ପ୍ରିୟଙ୍କା ଓ ଖଡଗେ

ଭୁବନେଶ୍ୱର: ରାଜ୍ୟରେ ଲୋକସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରିବ କଂଗ୍ରେସ। ଏଥିରେ କେନ୍ଦ୍ରୀୟ ନେତାମାନେ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି। ପ୍ରଚାର ପାଇଁ ଓଡ଼ିଶା ଆସିପାରନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ରାହୁଲ ଗାନ୍ଧୀ ୨ଥର ଓଡ଼ିଶା ଆସି ପ୍ରଚାର କରିବେ ବୋଲି ସୂଚନା ମିଳିଛି। କଟକର ସଲେପୁର ଏବଂ ରାୟଗଡାକୁ ଆସି ପ୍ରଚାର କରିପାରନ୍ତି ରାହୁଲ। ଆସନ୍ତା ଏପ୍ରିଲ ୨୮ ଓ ମେ ୩ରେ ଓଡ଼ିଶା ଆସିପାରନ୍ତି ରାହୁଲ ଗାନ୍ଧୀ। ସେହିପରି ମେ ୬ରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ମେ ୭ରେ ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ଆସିପାରନ୍ତି। କେନ୍ଦ୍ରୀୟ ନେତାଙ୍କ ଗସ୍ତ ନେଇ କଂଗ୍ରେସ ପକ୍ଷରୁ ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories