nua o banner

ବିଜେଡି ଛାଡି ବିଜେପିରେ ମିଶିଲେ ଗୀତାଞ୍ଜଳି ସେଠୀ

BJD Bijuli 480×75 Mob

ଭୁବନେଶ୍ୱର : ବିଜେପିରେ ସାମିଲ ହେଲେ ଗୀତାଞ୍ଜଳି ସେଠୀ। କେନ୍ଦ୍ରାପଡା ଜିଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ କିଛି ସମୟ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। କେନ୍ଦ୍ରାପଡାର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଇସ୍ତଫା ଦେଇଥିବା ସେ ଉଲ୍ଲେଖ କରିଛନ୍ତି।

Comments are closed.