www.samajalive.in
Saturday, December 6, 2025
16.1 C
Bhubaneswar

ରେକର୍ଡ ଭାଙ୍ଗିଲା ତାତି ; ୪୩.୮ ଡିଗ୍ରୀ ସହ ରାଜଧାନୀ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର : ଅସହ୍ୟ ତାତିରେ ଛଟପଟ୍ ରାଜ୍ୟବାସୀ। ସୋମବାର ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ରେକର୍ଡ ଭାଙ୍ଗିଛି। ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୩ ଡିଗ୍ରୀ ପାର୍ ହୋଇଥିବା ବେଳେ ୪୩.୮ ଡିଗ୍ରୀ ରେକର୍ଡ କରାଯାଇଛି। ଯାହା ଚଳିତ ସିଜିନର ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ହୋଇଥିବା ବେଳେ ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କରାଯାଇଛି। ବାଲେଶ୍ୱର ୪୦.୭, ଚାନ୍ଦବାଲି ୪୦.୪, କେନ୍ଦୁଝର ୩୮ ଡିଗ୍ରୀ ରେକର୍ଡ କରାଯାଇଛି।

‘କଳକୀ ୨୮୯୮ଏଡି’ରେ ଅମିତାଭଙ୍କ ଦମଦାର୍ ଲୁକ୍ ଦେଖି ପ୍ରଂଶସକ କହିଲେ ଏମିତି..ଦେଖନ୍ତୁ ଭିଡିଓ..

୧୨ ବର୍ଷ ପରେ ଗୁରୁ-ଶୁକ୍ର ଏକାଠିରେ ହେବ ଖାସ୍ ଯୋଗ,ସୁନାଭଳି ଚମକିବ ଏହି ରାଶିର ଭାଗ୍ୟ..

- Advertisement -

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories