www.samajalive.in
Thursday, December 11, 2025
27.1 C
Bhubaneswar

ତାତିରୁ ସାମାନ୍ୟ ଆଶ୍ବସ୍ତି

ଭୁବନେଶ୍ବର : ଗତକାଲି ଅପେକ୍ଷା ଆଜି ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ସୋମବାର ୧୭ ସହରର ତାପମାତ୍ରା ୪୦ଡିଗ୍ରୀ ସେଲସିୟସ ଟପିଛି । ୪୩.୮ ଡିଗ୍ରୀ ସହ ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି ପାରଳାଖେମୁଣ୍ଡିରେ ୪୨.୯ ଡିଗ୍ରୀ ସେଲସିୟସ, ବାରିପଦାରେ ୪୨.୬, ନୂଆପଡା ୪୨.୪, କେନ୍ଦ୍ରାପଡା ୪୧.୮, ଜଗତସିଂହପୁର ୪୧.୬ ଓ କଟକରେ ଆଜି ତାପମାତ୍ରା ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

୩୦ ସହରର ତାପମାତ୍ରା ୪୦ ଉପରେ, ବାରିପଦାରେ ସର୍ବାଧିକ

Hot this week

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

Related Articles

Popular Categories