www.samajalive.in
Saturday, December 13, 2025
26.1 C
Bhubaneswar

ମାହାଙ୍ଗା ମାମଲାରେ ରାୟ ସଂରକ୍ଷିତ

ଭୁବନେଶ୍ବର : ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ତାଙ୍କ ବିରୋଧରେ ମାମଲା ଚାଲୁ ପାଇଁ ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ପ୍ରତାପ ଜେନା ହାଇକୋର୍ଟରେ ଆବେଦନ କରିଥିଲେ । ମାମଲାରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ ।

କହିରଖୁଛୁ ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାର ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ୧୩ ଜଣଙ୍କ ନାଁରେ ଅଭିଯୋଗ କରିଥିଲେ । ଏଥିରେ ବିଧାୟକ ପ୍ରତାପ ଜେନାଙ୍କ ନାଁ ସାମିଲ ଥିଲା । କିନ୍ତୁ ପରେ ତାଙ୍କ ନାଁ ଏଫଆଇଆରରୁ ହଟିଥିଲା । ଏହା ବିରୋଧରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ରମାକାନ୍ତ ।

ବଢ଼ିଲା ମାହାଙ୍ଗା ବିଧାୟକଙ୍କ ଅନ୍ତରୀଣ ସୁରକ୍ଷା

- Advertisement -

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories