www.samajalive.in
Sunday, December 14, 2025
23.1 C
Bhubaneswar

ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ପୋଲସରା : ଯୁବକଙ୍କୁ ଖଣ୍ଡାରେ ହାଣି ଦୁର୍ବୃତ୍ତ ହତ୍ୟା କରିଥିବା ମାମଲା ସାମ୍ନାକୁ ଆସିଛି । ବିଚ୍ ରାସ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । କବିସୂର୍ଯ୍ୟନଗର ଥାନା ବାଲିଆସରା- ଷଣ୍ଢମରା ରାସ୍ତାରେ ଏହି ହତ୍ୟାକାଣ୍ଡ ଘଟିଛି । ପୁଲିସ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ଯାଞ୍ଚ ଆରମ୍ଭ କରିଛି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

ମାହାଙ୍ଗା ମାମଲାରେ ରାୟ ସଂରକ୍ଷିତ

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories