www.samajalive.in
Sunday, December 14, 2025
26.1 C
Bhubaneswar

କମିବ ପାରଦ କିନ୍ତୁ ତାତିରୁ ମିଳିବନି ତ୍ରାହି…

ଭୁବନେଶ୍ଵର: ଆଜି ତାତି କମିଲେ ବି କଲବଲ କରିବ ଗରମ ଓ ଗୁଳୁଗୁଳି। ଆଜି ଓ ଆସନ୍ତାକାଲି(ବୁଧବାର) ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ। ପାରଦ ୨ରୁ ୩ ଡିଗ୍ରୀ ଖସିଲେ ବି ଏହା ୪୧ ଡିଗ୍ରୀ ପାଖାପାଖି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଚି। ଆଦ୍ରତା ଅଧିକ ଥିବାରୁ ବିଶେଷ କରି ଉପକୂଳ ଏବଂ ତା ଆଖପାଖ ଜିଲ୍ଲାରେ ଗୁଳୁଗୁଳି ଅନୁଭୂତ ହେବ । ଏହାପରେ ୨୫ ତାରିଖରୁ ପୁଣି ଥରେ ତାପମାତ୍ରା ବଢିବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ସୋମବାର ପ୍ରଚଣ୍ଡ ଖରାରେ ସିଝିଥିଲା ସାରା ଓଡିଶା। ୪୩.୮ ହିଗ୍ରୀ ସହ ରାଜଧାନୀ ଭୁବନେଶ୍ଵର ଥିଲା ସବୁଠୁ ଉତ୍ତପ୍ତ ସହର। ତାସହ ୧୭ ସହରରେ ୪୦ ଡିଗ୍ରୀ କିମ୍ବା ତାଠାରୁ ଉପରେ ପାରଦ ରହିଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories