www.samajalive.in
Saturday, December 6, 2025
26.1 C
Bhubaneswar

ବିଜେଡି ଛାଡିଲେ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ଡକ୍ଟର ରାସେଶ୍ୱରୀ ପାଣିଗ୍ରାହୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ସଭାପତିଙ୍କ ପାଖକୁ ପଠାଇଛନ୍ତି ଇସ୍ତଫା ପତ୍ର। ତେବେ ବିଜେଡି ଛାଡିବା ପଛର କୌଣସି ନିର୍ଦ୍ଦିଷ୍ଟ କାରଣ ଇସ୍ତଫା ପତ୍ରରେ ସେ ଉଲ୍ଲେଖ କରିନାହାଁନ୍ତି। ହେଲେ ଗଣମାଧ୍ୟମରେ ସେ କହିଛନ୍ତି ଯେ ସମ୍ବଲପୁରର ସ୍ୱାଭିମାନ ଏବଂ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଁ ଦଳ ଛାଡିଛି।
କୁହାଯାଉଛି ଚଳିତ ଥର ଟିକେଟ ଆଶାୟୀ ଥିଲେ ରାସେଶ୍ୱରୀ। ହେଲେ ଦଳ ତାଙ୍କୁ ଟିକେଟ ନଦେବାରୁ ସେ ଅସନ୍ତୁଷ୍ଟ ପ୍ରକାଶ କରି ଇସ୍ତଫା ଦେଇଛନ୍ତି। ସମ୍ବଲପୁରରେ ବିଜେଡି ପକ୍ଷରୁ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories