www.samajalive.in
Sunday, December 14, 2025
26.1 C
Bhubaneswar

ସାଢେ ୧୧ଟା ସୁଦ୍ଧା ଭୁବନେଶ୍ଵର ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ମଙ୍ଗଳବାର ସାରା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି। ଦିନ ସାଢେ ୧୧ଟା ସୁଦ୍ଧା ୩୯.୪ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ସହ ରାଜଧାନୀ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ବାଲେଶ୍ଵର ୩୯, ଚାନ୍ଦବାଲି ଓ ପାରାଦୀପ ୩୮.୮ ଡିଗ୍ରୀ ରହିଛି ତାପମାତ୍ରା। ଅପରପକ୍ଷେ ଝାରସୁଗୁଡ଼ା ୩୭, ଗୋପାଳପୁର ୩୫.୪ ଏବଂ ପୁରୀରେ ତାପମାତ୍ରା ୩୫ ଡିଗ୍ରୀ ରହିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories