www.samajalive.in
Saturday, December 13, 2025
26.1 C
Bhubaneswar

ନିୟମିତ ହାଜର ହେବେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଦାଲତରେ ନିୟମିତ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଟାଟା ମୋଟର୍ସ ଠକେଇ ମାମଲାରେ ସମସ୍ତ ସ୍ଥଗିତାଦେଶକୁ ହଟାଇ ଦେଇଛନ୍ତି କୋର୍ଟ। ଏବେ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଦାଲତରେ ନିୟମିତ ହାଜର ହେବାକୁ ପଡିବ। ହାଇକୋର୍ଟଙ୍କ ଆଦେଶକୁ ଅବମାନନା କରି କୋର୍ଟରେ ହାଜର ହେଉନଥିଲେ ପ୍ରଦୀପ ପାଣିଗ୍ରାହୀ। ଏହାର ବିଚାର କରି ସ୍ଥଗିତାଦେଶକୁ ହଠାଇଛନ୍ତି କୋର୍ଟ। ପ୍ରଦୀପ ପାଣିଗ୍ରାହୀଙ୍କ ସହିତ ଅନ୍ୟ ଅଭିଯୁକ୍ତ ମଧ୍ୟ ହାଜର ହେବେ। ପ୍ରଦୀପ ଏବଂ ତାଙ୍କ ସହଯୋଗୀ ଲକ୍ଷ ଲକ୍ଷ ଟଙ୍କା ଠକିଥିବା ନେଇ ଅଭିଯୋଗ ହୋଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories