www.samajalive.in
Sunday, December 14, 2025
26.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ୱର: ସମ୍ବଲପୁର ବିଜେପି ସାଂସଦ ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛି ବିଜେଡି। ରାଜ୍ୟରେ ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌‌ କରି ଏଭଳି ଅଭିଯୋଗ କରିଛନ୍ତି ବିଜେଡି ସାଂସଦ ସୁଲତା ଦେଓ। ଆସନ୍ତା ୨୪ ତାରିଖରେ ମିଶନ ଶକ୍ତି ମହିଳାମାନେ ଦୁବାଇ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ କେନ୍ଦ୍ରମନ୍ତ୍ରୀ ଇସିଆଇଙ୍କୁ ଚିଠି ଲେଖି ଏହି ଗସ୍ତ ଉପରେ ରୋକ୍‌‌ ଲଗାଇଛନ୍ତି। ମହିଳା ବିକାଶ, ମହିଳା ସଶକ୍ତିକରଣରେ ବିରୋଧୀ ସାଜିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ସାଂସଦ ଭାବେ ନିର୍ବାଚିତ ହେଲେ ଧର୍ମେନ୍ଦ୍ର ବୋଧହୁଏ ମିଶନ ଶକ୍ତି ବନ୍ଦ କରି ଦେବେ ବୋଲି ବିଜେଡି ଆଶଙ୍କା ପ୍ରକାଶ କରିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories