www.samajalive.in
Monday, December 15, 2025
14.1 C
Bhubaneswar

୧୨ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ପିତାମାତାଙ୍କ ସହ ସିଟ୍ ଦେବାକୁ ନିର୍ଦ୍ଦେଶ

ଡେସ୍କ: ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡ଼ିଜିସିଏ) ଏୟାରଲାଇନ୍ସଗୁଡିକୁ ସୁନିଶ୍ଚିତ କରିବାକୁ କହିଛି ଯେ ଯେଭଳି ୧୨ ବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କୁ ସେମାନଙ୍କ ପିତାମାତା ଏବଂ ଅଭିଭାବକଙ୍କ ସହିତ ସିଟ୍ ଆବଣ୍ଟନ କରାଯାଉ। ଡିଜିସିଏର ସୂଚନା ଅନୁଯାୟୀ, ୧୨ ବର୍ଷରୁ କମ୍ ବୟସର ପିଲାମାନେ ସେମାନଙ୍କ ପିତାମାତା ଏବଂ ଅଭିଭାବକଙ୍କ ସହ ସିଟ୍ ପାଇନଥିବା ଭଳି ଅନେକ ଘଟଣା ସାମ୍ନାକୁ ଆସିଛି।

ଉଚ୍ଚଶିକ୍ଷା କ୍ଷେତ୍ରରେ ବିଶ୍ୱ ମାନ୍ୟତାରେ ଭାରତର ପ୍ରଦର୍ଶନ ଉତ୍ସାହଜନକ – ମୋଦୀ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories