www.samajalive.in
Friday, December 5, 2025
26.1 C
Bhubaneswar

ସାଢେ ୮ଟା ସୁଦ୍ଧା ୩୬ ଛୁଇଁଲା ତାପମାତ୍ରା

ରାଜ୍ୟବାସୀଙ୍କୁ ତାତିରୁ ମିଳିବନି ତ୍ରାହି। ଅସହ୍ୟ ତାତି ସହ ଗରମ ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର। ଆଜି ସକାଳ ସାଢେ ୮ଟା ସୁଦ୍ଧା ୩୬ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଅନୁଗୁଳ ଓ ବାଲେଶ୍ୱରରେ ୩୫ ଡିଗ୍ରୀ, ଭୁବନେଶ୍ୱରରେ ୩୪.୨ ଡିଗ୍ରୀ, ଜଗତସିଂହପୁର ୩୪ଡିଗ୍ରୀ, ଚାନ୍ଦବାଲି ୩୩.୮ ଡିଗ୍ରୀ, ଭଦ୍ରକରେ ତାପମାତ୍ରା ୩୩.୭ଡିଗ୍ରୀ ରହିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories