www.samajalive.in
Monday, December 8, 2025
20.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହ ମଧ୍ୟରେ ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା..

ରାଜଧାନୀ ଭୁବନେଶ୍ବର ୪୩.୨ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ସବୁଠୁ ଉତପ୍ତ ସହର..

- Advertisement -

ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା..

ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ତି ଦେବ କାଳବୈଶାଖୀ..

କଟକ ଭୁବନେଶ୍ବର ସହ ୭ ଜିଲାକୁ ୟେଲୋ ଆଲର୍ଟ..

ରାୟଗଡା, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, ବରଗଡ, ନୟାଗଡକୁ ୟେଲୋ ଆଲର୍ଟ..

କ’ଣ କହେ ହସ୍ତରେଖା? ଜାଣନ୍ତୁ, ଆପଣଙ୍କ ହେବ ପ୍ରେମ ନା ପ୍ରସ୍ତାବିତ ବିବାହ, କେମିତି କଟିବ ବୈବାହିକ ଜୀବନ..

ଆଜିଠୁ ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ସମରଝୋଳଠାରେ ବିଶାଳ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ..

କହିଲେ ହିଞ୍ଜିଳିରୁ ଆରମ୍ଭ ହେବ ବିଜୟ ଅଭିଯାନ..

ନବୀନ କହିଛନ୍ତି ସାଢେ ୪କୋଟି ଓଡ଼ିଆ ମୋ ପରିବାର, ସେମାନଙ୍କ ପାଇଁ କାମ କରିଚାଲିଛି ଏବଂ ଶେଷ ଯାଏଁ କରିବି..

ମାଲକାନଗିରିରେ ଗାଡି ଯାଞ୍ଚ ବେଳେ କାରରୁ ୩୦ ଲକ୍ଷ ଟଙ୍କା ଜବତ..

ନିଆଳି ତାମ୍ପଡା ରଘୁନାଥପୁର ଗାଁରେ ଅଘଟଣ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘରେ ନିଆଁ ଲଗାଇଲେ ଦୁର୍ବୁତ୍ତ..

ମାଲକାନଗିରିରେ ଗାଡି ଯାଞ୍ଚ ବେଳେ କାରରୁ ଜବତ ହେଲା ୩୦ଲକ୍ଷ ଟଙ୍କା..

ଛତିଶଗଡ ସୀମାନ୍ତ ଚାଲାନଗୁଡା ନିକଟରେ ଯାଞ୍ଚ..

 

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories