www.samajalive.in
Sunday, December 14, 2025
14.1 C
Bhubaneswar

ମହୁମାଛି ଆକ୍ରମଣରେ ୪୦ ସ୍କୁଲ ଛାତ୍ର ଆହତ

ଆଗ୍ରା : ଉତ୍ତର ପ୍ରଦେଶ ଆଗ୍ରା ଜିଲା ଅନ୍ତର୍ଗତ ବାହ ଗାଁରେ ମହୁମାଛି ଆକ୍ରମଣରେ ୪୦ ଜଣ ସ୍କୁଲ ଛାତ୍ର ଆହତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୬ ଜଣ ଗୁରୁତର ହୋଇପଡିଥିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍କୁଲ ପରିସରସ୍ଥ ଏକ ଗଛରେ ଥିବା ଏକ ବିରାଟ ମହୁଫେଣା ହଠାତ୍‌ ଭାଙ୍ଗିଯିବାରୁ ସେଥିରୁ ଶହ ଶହ ସଂଖ୍ୟାରେ ମହୁମାଛି ବାହାରି ଆସି ସ୍କୁଲ ପିଲାଙ୍କୁ ଆକ୍ରମଣ କରିଥିଲେ। ସ୍କୁଲ କର୍ମଚାରୀମାନେ ତୁରନ୍ତ ଉକ୍ତ ସ୍ଥାନରୁ ପିଲାଙ୍କୁ ଅନ୍ୟତ୍ର ହଟାଇ ଦେଇଥିଲେ। ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଲା ବୋଲି ଆହତ ଛାତ୍ରଙ୍କ ଅଭିଭାବକମାନେ ଅଭିଯୋଗ କରିଛନ୍ତି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories