www.samajalive.in
Monday, December 8, 2025
24.1 C
Bhubaneswar

ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର : ପ୍ରଚଣ୍ଡ ତାତି,ଅହସ୍ୟ ଗରମରେ ଛଟପଟ ରାଜ୍ୟବାସୀ। ଗୁରୁବାର ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ତାପମାତ୍ରା ଟପିଥିବା ରେକର୍ଡ କରାଯାଇଛି। ୪୩.୬ ଡିଗ୍ରୀ ସହ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର।

୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ନିଆଁ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..

- Advertisement -

ରାଜଧାନୀ ଭୁବନେଶ୍ୱର, ସମ୍ବଲପୁର ଓ ହୀରାକୁଦ ୪୨.୨ ଡିଗ୍ରୀ ରେକର୍ଡ କରାଯାଇଛି। କେନ୍ଦୁଝର ଓ ଚାନ୍ଦବାଲି ୪୧.୮, ରାଉରକେଲା ୪୧.୪ ଡିଗ୍ରୀ ରେକର୍ଡ କରାଯାଇଛି।

ବୃହସ୍ପତି ଚଳନ; ମେ’ ୧ରୁ ଏହି ରାଶିର ଲୋକେ ହେବେ ମାଲାମାଲ୍‌

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories