www.samajalive.in
Sunday, December 14, 2025
16.1 C
Bhubaneswar

ଗୋପବନ୍ଧୁଙ୍କ ଷଠିଘରେ ଶ୍ରଦ୍ଧାଞ୍ଜଳି ଅର୍ପଣ ପରେ କଂଗ୍ରେସ ପକ୍ଷରୁ ନିର୍ବାଚନ ପ୍ରଚାର ଆରମ୍ଭ

ସୁଆଣ୍ଡୋ : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରେ ଶ୍ରଦ୍ଧାଞ୍ଜଳି ଅର୍ପଣ ପରେ କଂଗ୍ରେସ ଦଳର ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଓ ସତ୍ୟବାଦୀ ବିଧାନସଭା ପ୍ରାର୍ଥୀ ମନୋଜ ରଥ ନିର୍ବାଚନ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ଓଡିଶାର ପ୍ରଥମ କଂଗ୍ରେସ ସଭାପତି ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ସ୍ମୁତିକୁ ଉଜ୍ଜିବୀତ କରି ରଖିବା ସହ ଲୋକ କଲ୍ୟାଣ ପାଇଁ କଂଗ୍ରେସ ଦଳ ସଦା ସର୍ବଦା କାମ କରି ଆସୁଛି ବୋଲି ସୁଚରିତା ମହାନ୍ତି  ଏହି ଅବସରରେ ପ୍ରକାଶ କରିଛନ୍ତି।

ସତ୍ୟବାଦୀ ବ୍ଲକ କଂଗ୍ରେସ ସଭାପତି ସୁବାସ ମହାପାତ୍ର, ଯୁବ କଂଗ୍ରେସ ସଭାପତି ଲିପ୍ତିରଞ୍ଜନ ପ୍ରଧାନ, ଜିଲା ସଂପାଦକ ଲୋକନାଥ ନାୟକ, ସାଧାରଣ ସଂପାଦକ ପ୍ରସାଦ ନାୟକ, ବିଶ୍ୱଜିତ ହୋତା ଓ ରାଜୀବ କୁମାର ହୋତାଙ୍କ ସହିତ ଶତାଧିକ କର୍ମୀ ତାଙ୍କ ଗହଣରେ ଆସିଥିଲେ । ଘରକୁ ଘର ବୁଲି ଜନତାଙ୍କ ନିକଟରେ ଭୋଟ ଦେବା ପାଇଁ ନିବେଦନ କରିଥିଲେ । ସେହିପରି ସାକ୍ଷୀଗୋପାଳରେ ପହଞ୍ଚି ଠାକୁରଙ୍କୁ ଦର୍ଶନ କରିବା ପରେ ଜନସଂପର୍କ ଯାତ୍ରା କରିଥିଲେ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories