www.samajalive.in
Sunday, December 7, 2025
23.1 C
Bhubaneswar

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା, ୨ ମୃତ

କେନ୍ଦୁଝର: ଆଜି ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଗାଁ ଥାନା ଢେଙ୍କିକୋଟ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। ବିପରିତ ଦିଗରୁ ଉଭୟ ବାଇକ ଓ ସ୍କୁଟି ଆରୋହୀ ଦ୍ରୁତ ଗତିରେ ଆସୁଥିଲେ। ଘଟଗାଁ ଥାନା ଢେଙ୍କିକୋଟ ପେଟ୍ରୋଲ ପମ୍ପ ନିକଟରେ ଉଭୟ ଆରୋହୀ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଘଟଗାଁ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ଅନୁଧ୍ୟାନ କରିବା ସହ ଉଭୟଙ୍କ ଗାଡ଼ି ଜବତ କରିଛି। ମୃତକ ଦୁଇଜଣଙ୍କ ପରିଚୟ ମିଳିନଥିବାବେଳେ ସେମାନଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories