www.samajalive.in
Saturday, December 6, 2025
23.1 C
Bhubaneswar

ମେ’ ୨୦ରେ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ଵର: ଓଡିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୫ ସଂସଦୀୟ କ୍ଷେତ୍ର ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, କନ୍ଧମାଳ, ଆସିକା ପାଇଁ ବିଜ୍ଞପ୍ତି ଜାରି ହୋଇଛି। ମେ ୨୦ରେ ୫ ଲୋକସଭା ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନରେ ଭୋଟିଂ ହେବ । ମେ ୩ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ। ମେ ୪ରେ ନାମାଙ୍କନ ଯାଞ୍ଚ ହେବ। ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇପାରିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ୪୮୩ ପ୍ରାର୍ଥୀ ନାଁ ଭରିଛନ୍ତି ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories