www.samajalive.in
Sunday, December 14, 2025
16.1 C
Bhubaneswar

ଗଣତି ହେବନି ଭିଭିପାଟ୍‌ ସ୍ଲିପ୍ , ଇଭିଏମ ଦ୍ଵାରା ହିଁ ନିର୍ବାଚନ ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଭିଭିପାଟକୁ ନେଇ ସୁପ୍ରିମକୋର୍ଟ ବଡ ରାୟ ଦେଇଛନ୍ତି। ଭିଭିପାଟ ଯାଞ୍ଚ ନେଇ ସମସ୍ତ ଆବେଦନ ଖାରଜ ହୋଇଛି। ବାଲାଟ୍ ପେପରରେ ମତଦାନ ଆବେଦନ ମଧ୍ୟ ଖାରଜ କରାଯାଇଛି। ଇଭିଏମ ଦ୍ଵାରା ହିଁ ନିର୍ବାଚନ ହେବ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ୪୫ ଦିନ ଯାଏଁ ଭିଭିପାଟ୍ ସ୍ଲିପ୍ ସୁରକ୍ଷିତ ରଖାଯିବ। କୋର୍ଟ କହିଛନ୍ତି, ଫଳାଫଳ ଘୋଷଣା ହେବାର ୭ ଦିନ ମଧ୍ୟରେ ପ୍ରାର୍ଥୀ ପୁନଃ-ଯାଞ୍ଚ ପାଇଁ ଦାବି କରିପାରିବେ।ଇଞ୍ଜିନିୟରମାନେ ମାଇକ୍ରୋ କଣ୍ଟ୍ରୋଲରର ମେମୋରୀ ଯାଞ୍ଚ କରିବେ। ପ୍ରାର୍ଥୀଙ୍କୁ ଏହି ଅନୁସନ୍ଧାନର ଖର୍ଚ୍ଚ ବହନ କରିବାକୁ ପଡିବ। ଯଦି ଏହା ଭୁଲ ପ୍ରମାଣିତ ହୁଏ, ତେବେ ଟଙ୍କା ଫେରସ୍ତ ହେବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories