www.samajalive.in
Monday, December 8, 2025
27.1 C
Bhubaneswar

ପ୍ରାର୍ଥୀପତ୍ର ଦାଖଲ କଲେ ଦଶପଲ୍ଲା ବିଜେଡି ପ୍ରାର୍ଥୀ ରମେଶ ବେହେରା

ଡେସ୍କ: ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପ୍ରାର୍ଥୀ ରମେଶ ବେହେରା ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ନୟାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ୫ ହଜାରରୁ ଉର୍ଦ୍ଧ୍ୱ କର୍ମୀଙ୍କ ଗହଣରେ ନୟାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ଯାଇ ଶ୍ରୀ ବେହେରା ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ପ୍ରାର୍ଥୀପତ୍ର ଦାଖଲ ସମୟରେ କନ୍ଧମାଳ ବିଜେଡି ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ସମେତ ସମାଜସେବୀ ଶ୍ରୀହରି ନାୟକ, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ଦଶପଲ୍ଲା ଏନଏସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, ନୂଆଗାଁ ବ୍ଲକ ଅଧ୍ୟକ୍ଷ ଓ ଗଣିଆ ବ୍ଳକର ଅଧ୍ୟକ୍ଷ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କୁ ଅଯୋଗ୍ୟ ଘୋଷଣା ଆବେଦନ, ଶୁଣାଣି ବିଳମ୍ବ କଲେ ଦିଲ୍ଲୀ ହାଇକୋର୍ଟ

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories