www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକ ଧକ୍କାରେ ୩ ବାଇକ ଆରୋହୀ ମୃତ

ଅନୁଗୁଳ: ୫୫ ନମ୍ବର ଜାତୀୟ ରାଜପଥ ପଞ୍ଚମହଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକରେ ଯାଉଥିବା ବେଳେ ଟ୍ରକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ୩ଜଣ ଯୁବକ ବାଇକରେ ଅନୁଗୋଳ ଯାଉଥିବା ବେଳେ ଏକ ଟ୍ରକ ସେମାନଙ୍କୁ ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୩ଜଣଙ୍କ ଜୀବନ ଚାଲିଯାଇଛି। ମୃତକ ୩ଜଣ ସ୍ଥାନୀୟ ଅଂଚଳର ବୋଲି ଜଣାପଡିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବାରୁ ଟ୍ରକ ଡ୍ରାଇଭର ଫେରାର ହୋଇଛି। ଉତ୍ୟକ୍ତ ଲୋକେ ଜାତୀୟ ରାଜପଥ ଅବରୋଧ କରି କ୍ଷତିପୂରଣ ଦାବି କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories